ଭୁବନେଶ୍ୱର: ଓଡିଶାରେ ଚିହ୍ନଟ ପଞ୍ଚମ କରୋନା ପଜିଟିଭ ରୋଗୀ ସୂର୍ଯ୍ୟନଗର ଅଞ୍ଚଳର ହୋଇଥିବାରୁ ଆଜି ସୂର୍ଯ୍ୟନଗର ଓ ଆଖପାଖ ଅଂଚଳର ବିଭିନ୍ନ ରାସ୍ତା, ଗଳିକନ୍ଦି ଓ ଛକମାନଙ୍କରେ ଭୂତାଣୁ ସଂକ୍ରମଣ ନିରୋଧୀ ସ୍ପ୍ରେ କରାଯାଇଛି । ଏଥି ସହ ଛଅ ନମ୍ବରର ବିଭିନ୍ନ ଅଞ୍ଚଳରେ ମଧ୍ୟ ସ୍ପ୍ରେ କରାଯାଇଛି ।
ଗତକାଲି ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ଭୁବନେଶ୍ୱରର ସୂର୍ଯ୍ୟନଗର ଅଞ୍ଚଳର ଏହି ୬୦ ବର୍ଷ ବୟସ୍କ ବ୍ୟକ୍ତି କରୋନା ପଜିଟିଭ୍ ଥିବା ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡିଥିଲା । ଏଥି ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି ।
BREAKING NEWS
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
- ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
Comments are closed.