ନୂଆଦିଲ୍ଲୀ: ଚିଫ୍ ଭିଜିଲାନ୍ସ କମିଶନର ଭାବେ ଦାୟିତ୍ୱ ନେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସଚିବ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସଂଜୟ କୋଠାରୀ । ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାମନାଥ କୋବିନ୍ଦଙ୍କ ସମ୍ମୁଖରେ ଚିଫ୍ ଭିଜିଲାନ୍ସ କମିଶନର ଭାବେ ସେ ଶପଥ ଗ୍ରହଣ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ଗତ ବର୍ଷ ୨୦୧୯ ଜୁନ ମାସ ଠାରୁ ଏହି ପଦବୀ ଖାଲି ପଡିଥିଲା । ଭିଜିଲାନ୍ସ କମିଶନର ଶରଦ କୁମାର ସେହି ଦିନଠାରୁ ଏହାର ମଧ୍ୟବର୍ତ୍ତୀକାଳୀନ ଦାୟିତ୍ୱ ତୁଲାଉ ଥିଲେ ।
BREAKING NEWS
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
Comments are closed.