ବରଗଡ଼ : ଅକାଳରେ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ । ବରଗଡ ଜିଲ୍ଲା ଭଟଲୀ ବ୍ଲକ କେଲେଣ୍ଡାପାଲି ପଞ୍ଚାୟତରେ ନିର୍ବାଚନ ପୂର୍ବରୁ ସରପଞ୍ଚ ପ୍ରାର୍ଥୀ ସରୋଜ ସେଠ୍ ଙ୍କ ମୃତ୍ୟୁ ହୋଇଯାଇଛି ।ଫଳରେ ନିର୍ବାଚନକୁ ସ୍ଥଗିତ ରଖାଯାଇଛିାଏନେଇ ବରଗଡ ଜିଲ୍ଲାପାଳଶୁଭେନ୍ଦ୍ର ସାମଲ ସୁଚନା ଦେଇଛନ୍ତି ।ସୂଚନା ଅନୁସାରେ କିଛି ଦିନ ପୂର୍ବରୁ ସରପଞ୍ଚ ପ୍ରାର୍ଥୀଙ୍କ ଦେହ ଅସୁସ୍ଥ ହୋଇପଡିଥିଲା ।ସେ କଟକ ଏସସିସିବି ମେଡିକାଲରେ ଚିକିତ୍ସିତ ହେଉଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇ ଯାଇଛି । ଫଳରେ ନିର୍ବାଚନକୁ ସ୍ଥଗିତ ରଖାଯାଇଛି ।
BREAKING NEWS
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
- ୨୭ ବର୍ଷ ପରେ ଭାରତ ମାଟିରେ ନ୍ୟୁଜିଲାଣ୍ଡ ଓପନରଙ୍କ କୀର୍ତିମାନ
- ମିଚେଲ, କନୱେ, ନିକୋଲସଙ୍କ ଅର୍ଦ୍ଧଶତକ: ସିରିଜରୁ ଓହରିଲେ ପନ୍ତ
- କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍ଘାଟିତ
- S-400 Squadron: ଭାରତୀୟ ସେନାରେ ସାମିଲ ହେବାକୁ ଯାଉଛି ଆଉ ଏକ ହିରୋ: ପାକିସ୍ତାନ, ଚୀନର ନିଦ ହଜାଇବ ଏହି ପ୍ରତିରକ୍ଷା ପ୍ରଣାଳୀ…
- Home Remedies Cholesterol: କାହିଁକି ବୃଦ୍ଧି ପାଏ କୋଲେଷ୍ଟ୍ରଲ୍?, ଏହାକୁ କମାଇବା ପାଇଁ ଆପଣାନ୍ତୁ ଘରୋଇ ଉପଚାର…
- ରାଉରକେଲା ବିମାନ ଦୁର୍ଘଟଣାରେ ତଦନ୍ତ କରୁଛି AAIB
- ଆସନ୍ତା ୩ ଦିନ ମଧ୍ୟରେ ପୁଣି ବଢିବ ଶୀତ ପ୍ରକୋପ
Comments are closed.