ବରଗଡ଼ : ଅକାଳରେ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ । ବରଗଡ ଜିଲ୍ଲା ଭଟଲୀ ବ୍ଲକ କେଲେଣ୍ଡାପାଲି ପଞ୍ଚାୟତରେ ନିର୍ବାଚନ ପୂର୍ବରୁ ସରପଞ୍ଚ ପ୍ରାର୍ଥୀ ସରୋଜ ସେଠ୍ ଙ୍କ ମୃତ୍ୟୁ ହୋଇଯାଇଛି ।ଫଳରେ ନିର୍ବାଚନକୁ ସ୍ଥଗିତ ରଖାଯାଇଛିାଏନେଇ ବରଗଡ ଜିଲ୍ଲାପାଳଶୁଭେନ୍ଦ୍ର ସାମଲ ସୁଚନା ଦେଇଛନ୍ତି ।ସୂଚନା ଅନୁସାରେ କିଛି ଦିନ ପୂର୍ବରୁ ସରପଞ୍ଚ ପ୍ରାର୍ଥୀଙ୍କ ଦେହ ଅସୁସ୍ଥ ହୋଇପଡିଥିଲା ।ସେ କଟକ ଏସସିସିବି ମେଡିକାଲରେ ଚିକିତ୍ସିତ ହେଉଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇ ଯାଇଛି । ଫଳରେ ନିର୍ବାଚନକୁ ସ୍ଥଗିତ ରଖାଯାଇଛି ।
BREAKING NEWS
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..

Comments are closed.