Latest Odisha News

BREAKING NEWS

ସସ୍ମିତ ପାତ୍ର ରାଜ୍ୟସଭାରେ ଦଳୀୟ ନେତା ନିଯୁକ୍ତ

ଭୁବନେଶ୍ୱର: ବିଜେଡି ସାଂସଦ ସସ୍ମିତ ପାତ୍ର ରାଜ୍ୟସଭାରେ ଦଳୀୟ ନେତା ଭାବେ ନିଯୁକ୍ତ ହୋଇଛନ୍ତି ।  ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁକ୍ରବାର ନିଯୁକ୍ତ କରିଛନ୍ତି ।

ଏନେଇ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । କିଛି ଦିନ ପୂର୍ବରୁ ସସ୍ମିତଙ୍କୁ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲକୁ ମଧ୍ୟ ମନୋନୀତ କରାଯାଇଛି ।

ଏହା ସହିତ ପ୍ରଥମ କରି ନିର୍ବାଚିତ ହୋଇଥିବା ସୁଲତା ଦେଓଙ୍କୁ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦିଆଯାଇଛି ।

Leave A Reply

Your email address will not be published.