Latest Odisha News

BREAKING NEWS

ସସ୍ମିତ ପାତ୍ରଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ରାଜ୍ୟସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ
ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଇଛନ୍ତି ।

ସେହିପରି ଦଳର ଆଉ ଜଣେ ସଦସ୍ୟ ଅମର ପଟ୍ଟନାୟକଙ୍କୁ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି ।

Leave A Reply

Your email address will not be published.