ନୂଆଦିଲ୍ଲୀ: ଲକ୍ ଡାଉନ୍ ପରେ ସାରା ଦେଶରେ ବିଭିନ୍ନ ସ୍ଥାନରେ ଅଟକ ଅଛନ୍ତି ଲକ୍ଷ ଲକ୍ଷ ଶ୍ରମିକ । ନିଜ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି । ଦିଲ୍ଲୀ ରାଜରାସ୍ତାରେ ପ୍ରବଳ ଭିଡ ହେଉଛି । ଲକ୍ ଡାଉନ୍ ବେଳେ ସେମାନଙ୍କ ପାଇଁ ଖାଇବା ଓ ରହିବା ବ୍ୟବସ୍ଥା ନଥିବାରୁ ଚାଲି ଚାଲି ଘରକୁ ଫେରୁଛନ୍ତି ଶ୍ରମିକ । ଏନେଇ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । କେନ୍ଦ୍ରକୁ ଷ୍ଟାର୍ଟସ ରିପୋର୍ଟ ତଲବ କରିଛନ୍ତି ।
କଣ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଆସନ୍ତାକାଲି ମାମଲାର ପରବର୍ତ୍ତୀ ଶୁଣାଣି ରହିଛି । ଭିଡିଓ କନଫରେନ୍ସିରେ ମାମଲାର ଶୁଣାଣି କରିଥିଲେ ପ୍ରଧାନ ବିଚାରପତି ଜଷ୍ଟିସ ଏସ୍. ଏ. ବୋବଡେ ଓ ଜଷ୍ଟିସ ଏଲ୍. ନାଗେଶ୍ୱର ରାୟଙ୍କ ଖଣ୍ଡପୀଠ ।
BREAKING NEWS
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ

Comments are closed.