Latest Odisha News

ଏସସି-ଏସଟି ହବ୍ କନକ୍ଲେଭ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା ଉଦଘାଟିତ

ବାରିପଦା: ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଏବଂ କେନ୍ଦ୍ର ଏମଏସଏମଇ ମନ୍ତ୍ରୀ ଜିତନରାମ ମାଝୀ ଏହାକୁ ଉଦଘାଟନ କରିଛନ୍ତି ।

ଏହି ଅବସରରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଏମଏସଏମଇ, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଶିଳ୍ପମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ, ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଏମଏସଏମଇ, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଶିଳ୍ପମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ। ଠିକ୍ ସେଭଳି ବିଭିନ୍ନ ବିଭାଗର ସଚିବମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି ।

Comments are closed.