ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ଶାହନୱାଜ ହୁସେନଙ୍କୁ ଆଜି ମିଳିଛି ସୁପ୍ରିମ ରିଲିଫ । ମାନ୍ୟବର ସୁପ୍ରିମକୋର୍ଟ ଦିଲ୍ଲୀ ହାଇକୋର୍ଟ ଦ୍ୱାରା ଜାରୀ କରାଯାଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ଶାହନୱାଜଙ୍କ ବିରୋଧରେ ଆସିଥିବା ୨୦୧୮ ବଳାତ୍କାର ଅଭିଯୋଗ ମାମଲାରେ ଏଫଆଇଆର ପଂଜୀକରଣ କରିବାକୁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଶାହନୱାଜ ଛତ୍ରପୁର ଫାର୍ମହାଉସକୁ ଡାକିନେଇ ଦୁଷ୍କର୍ମ କରିଥିବା ଉକ୍ତ ମହିଳାଜଣଙ୍କ ଅଭିଯୋଗ କରିଥିଲେ । ଶାହନୱାଜଙ୍କ ଓକିଲ ସିଦ୍ଧାର୍ଥ ଲୁଥ୍ରା କହିଛନ୍ତି ଉକ୍ତ ମହିଳା ଏବଂ ଶାହନୱାଜ ଭାଇଙ୍କ ମଧ୍ୟରେ ବିବାଦ ରହିଥିଲା । ଶାହନୱାଜଙ୍କୁ ସେ ଅଯଥାରେ ଏହି ମାମଲାରେ ଭିଡିଛନ୍ତି । ପୋଲିସ ପାଖରେ ବଳିଷ୍ଠ ପ୍ରମାଣ ନ ଥିବା ବେଳେ ଟ୍ରାଏଲ କୋର୍ଟ ପକ୍ଷର ମଧ୍ୟରୁ କୌଣସି କାରଣ ଦର୍ଶା ଯାଇ ନ ଥିଲା । ତାଙ୍କ ଯୁକ୍ତି ବଳରେ ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଉପରେ ରୋକ ଲଗାଇଛନ୍ତି ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!

Comments are closed.