ନୂଆଦିଲ୍ଲୀ: ୪୦ ଦିନ ଧରି କୃଷି ନିୟମକୁ ବିରୋଧ କରି କୃଷକ ଏବଂ ସରକାରଙ୍କ ମଧ୍ୟରେ ସାତ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ କୌଣସି ଚୂଡାନ୍ତ ଫଳାଫଳ ମିଳିପାରି ନାହିଁ। ସେପଟେ କୃଷକଙ୍କ ସ୍ଥିତିକୁ ନେଇ ସୁପ୍ରିମ୍ କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। କୃଷି ଆଇନ ଏବଂ କୃଷକଙ୍କ ପ୍ରଦର୍ଶନକୁ ରଦ୍ଦ କରିବାକୁ ସୁପ୍ରିମକୋର୍ଟଙ୍କ ଦ୍ବାରା ଦାଖଲ ହୋଇଥିବା ଆବେଦନକୁ ଜାନୁଆରୀ ୧୧ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଶୁଣାଣି ସମୟରେ କୋର୍ଟ କହିଛନ୍ତି ଯେ ଆମେ ଚାଷୀଙ୍କ ଅବସ୍ଥାକୁ ସମ୍ପୂର୍ଣ୍ଣ ଭାବେ ବୁଝୁଛୁ।
BREAKING NEWS
- Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’
- ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ
- ପୂନର୍ବାର ଚର୍ଚ୍ଚାରେ ପନ୍ତ-ଗୋୟଙ୍କାଙ୍କ ଆଲୋଚନା
- ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
Comments are closed.