ଏପ୍ରିଲ ୩ ତାରିଖ(ସୋମବାର)ରୁ ନୂଆ ଶିକ୍ଷାବର୍ଷ ପାଇଁ ପାଠପଢା ଆରମ୍ଭ ହେବାକୁ ଯାଉଛି । ଏଥିସହ ସୋମବାରଠାରୁ ସବୁ ବିଦ୍ୟାଳୟରେ ନାମଲେଖା ପ୍ରକ୍ରିୟା ଚାଲିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପଢ଼ିବା ପାଇଁ ବାହାର ରାଜ୍ୟକୁ ଓଡ଼ିଆ ପାଠ୍ୟ ପୁସ୍ତକ ବିତରଣର ଶୁଭାରମ୍ଭ ଅବସରରେ ଶନିବାର ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ସୂଚନାଯୋଗ୍ୟ, ପାଠ୍ୟପୁସ୍ତକ ଗୁଡ଼ିକ ଗୁଜରାଟ, ତାମିଲନାଡୁ, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ, ଆନ୍ଧ୍ର ପ୍ରଦେଶ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ପଠାଯିବ । ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନକୁ ପାଠ୍ୟପୁସ୍ତକ ପଠା ସରିଛି ।
BREAKING NEWS
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
- ଜାତୀୟ ସଙ୍ଗୀତ ଗାୟନ ବିବାଦ ପରେ ଇରାନର ୫ ଖେଳାଳିଙ୍କୁ ମାନବୀୟ ଭିଜା ଦେଲା ଅଷ୍ଟ୍ରେଲିଆ
- ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା
Comments are closed.