ଭଦ୍ରକ ଜିଲ୍ଲାରେ ଆରମ୍ଭ ହେଲା ପାଠ ପଢା । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡିକ ଆଜିଠାରୁ ଖୋଲିଛି । ଗତ ୨୦ ତାରିଖରେ ସ୍କୁଲ ଖୋଲିବା ପାଇଁ ସରକାର ନିର୍ଦ୍ଦେଶ ଦେଇଥିଲେ । ହେଲେ ଜିଲ୍ଲାର କେତେକ ସ୍ଥାନରେ ଝାଡାବାନ୍ତି ଲାଗି ରହିଥିବାରୁ ସ୍କୁଲ, କଲେଜ ବନ୍ଦ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ୨ ଦିନ ସରିଯିବା ପରେ ଆଜିଠାରୁ ଜିଲ୍ଲାରେ ସ୍କୁଲ କଲେଜ ଖୋଲିଛି । ଦୀର୍ଘଦିନ ପରେ ସ୍କୁଲ ଖୋଲିଥିବାରୁ ଛାତ୍ରଛାତ୍ରୀମାନେ ବେସ ଖୁସି ଅଛନ୍ତି । ଝାଡାବାନ୍ତି ବିଭିନ୍ନ ସ୍ଥାନରେ ହୋଇଥିବାରୁ ସ୍କୁଲ କଲେଜର ସଫାସୁତରାକୁ ଗୁରୁତ୍ୱ ଦିଆଯିବ ବୋଲି କୁହାଯାଇଛି ।
BREAKING NEWS
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି

Comments are closed.