Latest Odisha News

BREAKING NEWS

ନଭେମ୍ବର ୧୫ରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା ସ୍କୁଲ ଯିବେ : ଗଣଶିକ୍ଷା ମନ୍ତ୍ରୀ

ସୋନପୁର : ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ। ନଭେମ୍ବର ୧୫ରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ଗଣଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି । ସୁବର୍ଣ୍ଣପୁର ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

କରୋନା କଟକଣା ଓ ଏସଓପି ମାନି ରାଜ୍ୟରେ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତିା ଦୀର୍ଘ ଦେଢ ବର୍ଷ ସ୍କୁଲ ଖୋଲିନଥିବାରୁ ଛାତ୍ରଛାତ୍ରୀମାନେ ଅନଲାଇନରେ କ୍ଲାସ କରୁଥିଲେ । ତେଣୁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସ୍କୁଲ ଖୋଲାଯାଇଛି ସମୀର ରଞ୍ଜନ ଦାଶ କହିଛନ୍ତି।

Leave A Reply

Your email address will not be published.