ଭୁବନେଶ୍ୱର: ରାସ୍ତା ମଝିରେ ହୁ ହୁ ହୋଇ ଜଳିଗଲା ସ୍କୁଟି । ଚାହୁଁ ଚାହୁଁ କିଛି ସମୟ ଭିତରେ ସ୍କୁଟି ଜଳି ପୋଡ଼ି ଛାରଖାର ହୋଇଯାଇଛି । ଏହି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସାମନାରେ । ସ୍କୁଟି ଆରୋହୀ ପେଟ୍ରୋଲ ପମ୍ପରେ ପେଟ୍ରୋଲ ପକାଇ ଆସଥିଲେ । ଏତିକିବେଳେ ହଠାତ ସ୍କୁଟିରେ ଲାଗିଥିଲା ନିଆଁ । ସେ ସଙ୍ଗେ ସଙ୍ଗେ ଓହ୍ଲାଇ ଯାଇଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ସର୍ଟ ସର୍କିଟରୁ ଏହି ନିଆଁ ଲାଗିଥିବା ଅନୁମାନ କରାଯାଉଛି ।
BREAKING NEWS
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ
- ଭାରତକୁ ‘ଉଚ୍ଚଜାତି ହିନ୍ଦୁ ରାଷ୍ଟ୍ର’ କରିବା ପାଇଁ ଚାହୁଁଛି SIR: ନିର୍ମଳା ସୀତାରମଣଙ୍କ ସ୍ୱାମୀ ପରକଲା ପ୍ରଭାକର
- Modi Cabinet: ମୋଦୀ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି; ୬ ରବି ଫସଲର MSP ବଢ଼ିଲା, ଗ୍ରୀନ୍ ଏନର୍ଜି କରିଡରକୁ ମଞ୍ଜୁରୀ
- Koffee With Karan: ସିଜିନ୍-୯ ପରେ ଶୋ’ ଶେଷ, ଭାବବିହ୍ୱଳ ଭିଡିଓ ପୋଷ୍ଟ
- Chambal to UPSC: ଜେଜେ ଚମ୍ବଲର ଡକାୟତ! ନାତି ବାଛିଲେ ଅଲଗା ରାସ୍ତା; UPSCରେ ସଫଳ ହୋଇ ଏବେ ସିଭିଲ ସର୍ଭିସରେ
- ‘Save Democracy’: ବଡ ଘୋଷଣା କଲା ଇଣ୍ଡି ମେଣ୍ଟ, ଜିଲ୍ଲା ଜିଲ୍ଲାରେ ‘ଲୋକତନ୍ତ୍ର ବଞ୍ଜାଅ’ ଆନ୍ଦୋଳନ, ୬ରେ EC ଅଫିସ୍ ଘେରିବେ ବିରୋଧୀ ସାଂସଦ
- ଦିଲ୍ଲୀ ଦଙ୍ଗା ସମ୍ବନ୍ଧୀୟ UAPA ମାମଲା, ଉମର ଓ ସର୍ଜିଲଙ୍କୁ ମିଳିଲାନି ବେଲ୍
- ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା; ରୋଷେୟାକୁ ଗିରଫ କଲା ପୋଲିସ

Comments are closed.