Latest Odisha News

BREAKING NEWS

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ ଟିକା

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ଟିକା ପହଞ୍ଚିଛି । ପୁନେର ସେରମ୍ ଇନଷ୍ଟିଚୁଟରୁ ସ୍ପାଇସ ଜେଟ ବିମାନରେ ୩ ଲକ୍ଷ ୩୪ ହଜାର ୫୩୪ଟି ଟିକା ଆସିଛି । ଏହା ପରେ ସୁରକ୍ଷିତ ଭାବେ ସେଗୁଡିକୁ ୩ଟି ସ୍ୱତନ୍ତ୍ର ଗାଡିରେ ଟିକା ଭଣ୍ଡାରକୁ ନିଆଯାଇଛି। ତିନି ଦିନ ପରେ ଏହି ଟିକାକୁ ବିଭିନ୍ନ ଜିଲ୍ଲାକୁ ପଠାଯିବ ।

ମୋଟ ୩ .୨୮ ଲକ୍ଷ ସ୍ୱାସ୍ଥ୍ୟ କର୍ମୀଙ୍କୁ ଟୀକା ଦିଆଯିବାକୁ ଲକ୍ଷ୍ୟ ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୧.୯୨ ଲକ୍ଷଙ୍କୁ ଟିକା ଦିଆଯାଉଛି । ପ୍ରଥମ ପର୍ଯ୍ୟାୟ ଟିକାଦାନ ଆସନ୍ତା ୨୫ ତାରିଖରେ ଶେଷ ହେବ ।

Leave A Reply

Your email address will not be published.