ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ବେଲପଡା ତହସିଲର ସେକ୍ସନ ଅଫିସର ଜୁଗଲ କିଶୋର ରାଉତ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜମିଜମା ସମ୍ପର୍କିତ ଫାଇଲ୍ କାମ କରାଇଦେବା ପାଇଁ ସେ ଅଭିଯୋଗକାରୀଙ୍କ ଠାରୁ ୧୫ ହଜାର ଟଙ୍କା ନେଉଥିଲେ । ଟଙ୍କାତକ ତାଙ୍କ ଠାରୁ ଭିଜିଲାନ୍ସ ଜବତ କରିଛି । ଏହାକୁ ଭିତ୍ତି କରି ତାଙ୍କର ଦୁଇଟି ଠିକଣାରେ ବି ଭିଜିଲାନ୍ସ ପହଞ୍ଚି ତନଖି କରୁଛି । ସମ୍ୱଲପୁର ଭିଜିଲାନ୍ସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ କରୁଛି ।
BREAKING NEWS
- ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍ସାଇଟ୍ ଉନ୍ମୋଚିତ
- ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍ର ପର୍ଦ୍ଦାଫାସ୍, ୫ ଗିରଫ
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
Comments are closed.