ଭୁବନେଶ୍ୱର: ରାଜ୍ୟରେ ପାରଦ ନିମ୍ନମୁଖୀ ହୋଇଛି । ଫଳରେ ଶୀତ ବଢିବାରେ ଲାଗିଛି । ଗତକାଲିର ରାତି ତାପମାତ୍ରା ରେକର୍ଡ ଅନୁସାରେ ସେମିଳିଗୁଡାରେ ପାରଦ ୭.୪ ଡିଗ୍ରୀକୁ ଖସିଥିଲା । ଜି.ଉଦୟଗିରି ୯ଡିଗ୍ରୀ, ଫୁଲବାଣୀ ଓ ଦାରିଙ୍ଗବାଡି ୯.୫ ଡିଗ୍ରୀ, ନବରଙ୍ଗପୁର ଓ କିରେଇରେ ୧୦ ଡିଗ୍ରୀ, କୋରାପୁଟ ୧୦.୨ ଡିଗ୍ରୀ, ବୌଦ୍ଧରେ ୧୦.୫ ଡିଗ୍ରୀ ରହିଥିଲା ପାରଦ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୪ରୁ ୫ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । କଟକ ଓ ଭୁବନେଶ୍ୱରର ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୧୭ଡିଗ୍ରୀ ଓ ୧୬.୮ ଡିଗ୍ରୀ ରେକର୍ଡ ହୋଇଛି ।
BREAKING NEWS
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
- ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
- ଭୋଟର ତାଲିକାରୁ କଟିଲା ୬୩ ଲକ୍ଷ ନାଁ ଦୋହଲି ଯିବ କି ଦିଦିଙ୍କ ଆସନ !
- Gold rate falls: ଖସିଲା ସୁନା ଦର; ଜାଣନ୍ତୁ କ’ଣ ରହିଛି ଦାମ୍
- ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
Comments are closed.