Latest Odisha News

BREAKING NEWS

ପରଲୋକରେ ବରିଷ୍ଠ ବିଜେପି ନେତା ସତୀଶ ପାତ୍ର

ବ୍ରହ୍ମପୁର: ପରଲୋକରେ ବରିଷ୍ଠ ବିଜେପି ନେତା ସତୀଶ ପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ହଠାତ୍ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । 

ସତୀଶ ପାତ୍ର ଉତ୍କଳ ପ୍ରସଙ୍ଗର ପୂର୍ଵତନ ସମ୍ପାଦକ ଏବଂ ବ୍ରହ୍ମପୁର ସମ୍ବାଦ ସାହିତ୍ୟଘରର ସଭାପତି ମଧ୍ୟ ଥିଲେ । ଗତକାଲି ରାତିରେ ସତୀଶ ବ୍ରହ୍ମପୁର ଭାପୁର ବଜାର ଦଳୁଆ ସାହିରେ ଥିବା ନିଜ ବାସଭବନରେ ଥିବା ବେଳେ ଅଚାନକ୍ ଛାତିରେ ଭୀଷଣ ଯନ୍ତ୍ରଣା ଅନୁଭବ କରିଥିଲେ । ସଙ୍ଗେ ସଙ୍ଗେ ତାଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲକୁ ନିଆଯାଇଥିଲା। କିନ୍ତୁ ହସ୍ପଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ତାଙ୍କ ମୃତ୍ୟୁକୁ ନେଇ ଏବେ ପୁରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Leave A Reply

Your email address will not be published.