ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଏନେଇ ତାଙ୍କ ପୁଅ ମାସୁଦ ଅଲ୍ଲି ସୂଚନା ଦେଇଛନ୍ତି । ଗତ ୧୪ ତରିଖରେ ଅସୁସ୍ଥତା ଅନୁଭବ କରିବାକୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଆଜି ତାଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ବିଭିନ୍ନ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।
BREAKING NEWS
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ;’ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
- Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’
Comments are closed.