Latest Odisha News

BREAKING NEWS

ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ ଅଧିକାରୀ ଗଗନ ଧଳ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଗଗନ ଧଳଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନକୁ ଗ୍ରହଣ କରିଛନ୍ତି ରାଜ୍ୟ ସରକାର ।

ଗଗନ ପୂର୍ବରୁ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ ସୁଧା ରାଜ୍ୟ ସରକାର ତାଙ୍କ ଆବେଦନକୁ ଗ୍ରହଣ କରିନଥିଲେ ।

ଗଗନ ୧୯୮୫ ବ୍ୟାଚର ଆଇଏଏସ ଅଧିକାରୀ ଥିବା ବେଳେ ବର୍ତ୍ତମାନ ସେ ବନ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ଥିଲେ । ବ୍ୟକ୍ତିଗତ କାରଣରୁ ସେ ଅବସର ନେଇଥିବା ଜଣାପଡିଛି।

Leave A Reply

Your email address will not be published.