ଭୁବନେଶ୍ବର : ମହାମାରୀ କରୋନା ନେଲା ରାଜ୍ୟର ଆଉ ଜଣେ ବରିଷ୍ଠ ସାମ୍ବାଦିକଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ବରିଷ୍ଠ ସାମ୍ବାଦିକ ଦେବେନ୍ଦ୍ର ସାମନ୍ତରାୟଙ୍କ ପରଲୋକ ହୋଇଛି । କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କୁ ଗତ ୧୪ ତାରିଖରେ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଗତକାଲି ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ତେବେ ମଲ୍ଟି ଅର୍ଗାନ୍ ଫେଲ୍ୟୁଅର ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା । ଦେବେନ୍ଦ୍ର ସାମନ୍ତରାୟ ସମ୍ବାଦ ଖବରକାଗଜର ସମ୍ବଲପୁର ସଂସ୍କରଣ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ ।
BREAKING NEWS
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
Comments are closed.