ମୁମ୍ବାଇ: ବଜାର ଆରମ୍ଭରୁ ସେନସେକ୍ସ ଓ ନିଫ୍ଟି ରେକର୍ଡ ସ୍ତରକୁ ଛୁଇଁଛନ୍ତି । ଆଜି ସକାଳୁ ସକାଳୁ ବଜାର ଖୋଲିବା ମାତ୍ରେ ସେନ୍ସେକ୍ସ ପ୍ରଥମ ଥର ପାଇଁ ୮୦ ହଜାର ମାର୍କ ଅତିକ୍ରମ କରି। ନିଫ୍ଟି ଆଜି ୨୪ ହଜାର ପଏଣ୍ଟ ଅତିକ୍ରମ କରିଛି । ସେହିପରି ସେନ୍ସେକ୍ସ ୮୦,୦୩୯.୨୨ ପଏଣ୍ଟର ଏକ ନୂତନ ଶିଖରକୁ ଛୁଇଁଥିଲା । ନିଫ୍ଟି ୨୪,୨୯୧.୭୫ ପଏଣ୍ଟର ଏକ ନୂତନ ଶିଖରକୁ ସ୍ପର୍ଶ କରିଥିଲା । ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର ମାର୍କେଟ କ୍ୟାପ୍ ୧.୭୫ ଲକ୍ଷ କୋଟି ଟଙ୍କା ବୃଦ୍ଧି ପାଇଥିଲା। ତେବେ ବଜେଟ୍ ୨୦୨୪ ପୂର୍ବରୁ ଷ୍ଟକ୍ ମାର୍କେଟ୍ ନୂତନ ଶିଖରରେ ପହଞ୍ଚିଛି ।
BREAKING NEWS
- ପାଣି ଭର୍ତ୍ତି ଗାତକୁ ଖସିଲା କାର, ଦମ୍ପତି ମୃତ
- ପ୍ରବଳ ବର୍ଷା ଆଶଙ୍କା; ଆଜି ଯାଜପୁରରେ ବନ୍ଦ ରହିବ ସ୍କୁଲ
- ପାରା ଗୋଡ଼ରେ ପାକିସ୍ତାନୀ ନମ୍ବର: ତଦନ୍ତ ଆରମ୍ଭ
- TMC ସାଂସଦ ମହୁଆ ମୋଇତ୍ରଙ୍କ ବଢିବ ସୁରକ୍ଷା: ହାଇକୋର୍ଟ ଦେଲେ ନିର୍ଦ୍ଦେଶ
- ଘରେ ପଶି ଭାଉଜଙ୍କୁ ହାଣିଦେଲା ଦିଅର, ଅଭିଯୁକ୍ତ ଫେରାର
- ପୁରୁଣା ମାରୁତି କାର୍ ମାଲିକଙ୍କୁ ଆଶ୍ୱସ୍ତି: E20 ପେଟ୍ରୋଲ୍ ପାଇଁ ଉପଯୁକ୍ତ ୨୦୦୮ ପରର ସବୁ ମଡେଲ୍
- ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ କିପରି ରହିବ ଭାରତର ଭବିଷ୍ୟତ? ସୁନା ବିନିଯୋଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶର ବିଶ୍ଳେଷଣ
- ବିବାହର ୫ ମାସ ପରେ ଅଲଗା ହେଲେ ରାପର୍ ବାଦଶାହ ଓ ପଞ୍ଜାବୀ ଅଭିନେତ୍ରୀ ଇଶା ରିଖୀ
- ସରକାରୀ ଯୋଜନାର ତଦାରଖ ପାଇଁ ଜିଲ୍ଲା ଗସ୍ତ କରିବେ ସଚିବ: ଅକ୍ଟୋବର ସୁଦ୍ଧା ରିପୋର୍ଟ ଦେବାକୁ ଉନ୍ନୟନ କମିଶନରଙ୍କ ନିର୍ଦ୍ଦେଶ
- ରାଜ୍ୟ ପୋଲିସ ବିଭାଗରେ ବଡ଼ ଧରଣର ପଦୋନ୍ନତି: ଏସ୍ପି ପାହ୍ୟାକୁ ଉନ୍ନୀତ ହେଲେ ୧୫ ଜଣ ଅତିରିକ୍ତ ଏସ୍ପି

Comments are closed.