Latest Odisha News

BREAKING NEWS

SCBରେ ଭର୍ତ୍ତି ହେଲା ଯୋଡ଼ାମୁଣ୍ଡ ଶିଶୁ ଜଗା: ୨ ଦିନ ଧରି ହେବ ସ୍ୱାସ୍ଥ୍ୟାବସ୍ଥାର ଯାଞ୍ଚ

କନ୍ଧମାଳ ଜିଲ୍ଲା ମିଲିପଦା ଅଞ୍ଚଳର ଭୁବନ କହଁର ଓ ପୁଷ୍ପାଞ୍ଜଳି କହଁରଙ୍କର ୨୦୧୫ ମସିହାରେ ଯୋଡ଼ାମୁଣ୍ଡ ଶିଶୁ ଜନ୍ମ ହୋଇଥିଲେ । ଦୁଇ ଶିଶୁ ଜଗା-ବଳିଆଙ୍କ ଚିକିତ୍ସା ନିମନ୍ତେ ରାଜ୍ୟ ସରକାର ସମସ୍ତ ସହଯୋଗ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ପର୍ଯ୍ୟାୟରେ ୧ କୋଟି ଟଙ୍କା ସହାୟତା ଘୋଷଣା କରିଥିବା ବେଳେ ଜଗା-ବଳିଆଙ୍କୁ ୨୦୧୭ ମସିହା ଜୁଲାଇ ମାସରେ ଦିଲ୍ଲୀ ଏମ୍‌ସକୁ ପଠାଯାଇଥିଲା । ସେଠାରେ ଅସ୍ତ୍ରୋପଚାର କରାଯାଇ ଜଗା ଓ ବଳିଆଙ୍କୁ ଅଲଗା କରାଯାଇଥିଲା ।

୨୦୧୯ ମସିହାରେ ଉଭୟ ଏସ୍‌ସିବି ମେଡ଼ିକାଲକୁ ଆସିଥିଲେ ।

Leave A Reply

Your email address will not be published.