ନ୍ୟୁୟର୍କ: ଟେନିସକୁ ଅଲବିଦା କହିବାକୁ ଯାଉଛନ୍ତି ବିଶ୍ୱର ମହାନ ମହିଳା ଟେନିସ ଖେଳାଳି ସେରେନା ୱିଲିୟମ୍ସ । ଆମେରିକାର ଏହି ୪୦ ବର୍ଷୀୟା ଷ୍ଟାର ଖେଳାଳି ୟୁଏସ ଓପନ ପରେ ଟେନିସରୁ ଅବସର ନେବେ ବୋଲି ପ୍ରଶଂସକଙ୍କୁ ଜଣାଇଛନ୍ତି । ଅଗଷ୍ଟ ୨୯ରୁ ୟୁଏସ ଓପନ ଆରମ୍ଭ ହେବ । ଭୋଗ୍ୟୁ ପତ୍ରିକାରେ ସେପ୍ଟେମ୍ବର ସଂସ୍କରଣରେ ସେ ଏ ସମ୍ପର୍କରେ କହିଛନ୍ତି । ୨୩ ଥର ଗ୍ରାଣ୍ଡସ୍ଲାମ ଜିତିଥିବା ଏହି ଖେଳାଳି ଏବେ ପରିବାର ପ୍ରତି ଅଧିକ ସମୟ ଦେବାକୁ ଚାହୁଁଥିବା ସ୍ପଷ୍ଟ କରିଛନ୍ତି । ୬ଥର ୟୁଏସ ଓପନ ଜିତି ସେ କ୍ରିସ ଏଭର୍ଟଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି । ଓଭରାଲ ସେ ୟୁଏସ ଓପନରେ ୧୦୬ ମ୍ୟାଚ ଜିତିଥିବା ବେଳେ ୧୪ରେ ପରାଜୟବରଣ କରିଛନ୍ତି । ଟେନିସରୁ ଅବସର ନେବା କଥା ମୁଁ କେବେ ଚିନ୍ତା କରି ନ ଥିଲି ମାତ୍ର ଏବେ ଏହାର କାଂଉଟ ଡାଉନ ଆରମ୍ଭ ହୋଇଯାଇଛି ।
BREAKING NEWS
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
Comments are closed.