Latest Odisha News

BREAKING NEWS

ରାଉରକେଲାରେ ସେରୋଲଜିକାଲ ସର୍ଭେ ଆରମ୍ଭ

ରାଉରକେଲା : ରାଉରକେଲାରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ରାଉରକେଲା ମହାନଗର ନିଗମ ସହଯୋଗରେ ଭୁବନେଶ୍ୱରର ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର ଏହି ସର୍ଭେ କରୁଛି । ଏହି ସର୍ଭେ ୫ ଦିନ ଧରି କରାଯିବ ।

ତେବେ କ୍ଲଷ୍ଟର ଅନୁଯାୟୀ ସର୍ଭେ କରାଯାଉଛି । ଏଥି ପାଇଁ ୧୭ ଜଣିଆ ଟିମ୍ ଗଠିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୨୫୦୦ ନମୁନା ସଂଗ୍ରହ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ବର୍ତ୍ତମାନ ପରିସ୍ଥିତିରେ ଲୋକଙ୍କର ରୋଗ ପ୍ରତିରୋଧକ ସ୍ଥିତି ଓ ଅତିଶୟ ବିପଦ ସମ୍ପନ୍ନ ଗୋଷ୍ଠୀର ସ୍ୱାସ୍ଥ୍ୟ ଅଵସ୍ଥା ଜାଣିବା ପାଇଁ ସେରୋ ସର୍ଭିଲାନ୍ସ ଆରମ୍ଭ ହୋଇଛି ।

Leave A Reply

Your email address will not be published.