ପୁରୀ: ଶ୍ରୀମନ୍ଦିର ରତ୍ନ ସିଂହାସନ ନିକଟରେ ରକ୍ତଛିଟା। ପସରାଉଠା କର୍ମଚାରୀ ଓ ଜଣେ ସେବାୟତଙ୍କ ମଧ୍ୟରେ ମାରପିଟ୍। ଖେଇକୁ ନେଇ ଜଣେ ପତ୍ରୀବଡୁ ସେବାୟତଙ୍କ ମୁଥ ମାଡ଼ରେ ଅନ୍ୟ ଜଣେ ଅଣସେବାୟତଙ୍କ ଫାଟିଲା ନାକ। ରକ୍ତଛିଟା ପଡ଼ିବାରୁ ଠାକୁରଙ୍କ ବଡ଼ ମହାସ୍ନାନ। ମଧ୍ୟାହ୍ନ ଧୂପ ନୀତି ଶେଷ ପରେ ଘଟିଛି ଏଭଳି ଅଘଟଣ। ତେବେ ଏହି ଅଘଟଣ ଘଟିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢିଲା। ଘଟଣା ପରେ ଉଭୟଙ୍କୁ ନେଇ ସିଂହଦ୍ୱାର ପୋଲିସ୍ ପଚରାଉଚରା କରୁଛି।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.