ପୁରୀ: ଶ୍ରୀମନ୍ଦିର ରତ୍ନ ସିଂହାସନ ନିକଟରେ ରକ୍ତଛିଟା। ପସରାଉଠା କର୍ମଚାରୀ ଓ ଜଣେ ସେବାୟତଙ୍କ ମଧ୍ୟରେ ମାରପିଟ୍। ଖେଇକୁ ନେଇ ଜଣେ ପତ୍ରୀବଡୁ ସେବାୟତଙ୍କ ମୁଥ ମାଡ଼ରେ ଅନ୍ୟ ଜଣେ ଅଣସେବାୟତଙ୍କ ଫାଟିଲା ନାକ। ରକ୍ତଛିଟା ପଡ଼ିବାରୁ ଠାକୁରଙ୍କ ବଡ଼ ମହାସ୍ନାନ। ମଧ୍ୟାହ୍ନ ଧୂପ ନୀତି ଶେଷ ପରେ ଘଟିଛି ଏଭଳି ଅଘଟଣ। ତେବେ ଏହି ଅଘଟଣ ଘଟିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢିଲା। ଘଟଣା ପରେ ଉଭୟଙ୍କୁ ନେଇ ସିଂହଦ୍ୱାର ପୋଲିସ୍ ପଚରାଉଚରା କରୁଛି।
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

Comments are closed.