ଭୁବନେଶ୍ୱର: ଓଡ଼ିଶାରେ ୭ଟି ପଜିଟିଭ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ସୂଚନା ମିଳିଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନାନୁଯାୟୀ, ୧୦,୬୪୧ଟି କୋଭିଡ୍-୧୯ ନମୂନା ପରୀକ୍ଷା ହୋଇଥିବା ବେଳେ ୧୦,୫୭୩ଟି ନେଗେଟିଭ୍ ଆସିଛି । ସମୁଦାୟ ଓଡ଼ିଶାରେ ଏବେ ୬୮କୁ ବୃଦ୍ଧି ପାଇଛି ଆକ୍ରାନ୍ତଙ୍କ ସଂଖ୍ୟା।