କଳାହାଣ୍ଡି : ହଠାତ୍ ଛିଡିଗଲା ୧୧ କେଭି ବିଦ୍ୟୁତ ତାର । ପ୍ରାୟ ୫ ବଖରାରୁ ଅଧିକ ପରିବା ଦୋକାନ ଜଳି ଯାଇଛି । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଛକ ନିକଟଟେ ଏପରି ଅଘଟଣ ଘଟିଛି । ତାରଟି ଛିଡି ଯିବାରୁ ପାଖରେ ଥିବା ଅଧିକାଂଶ ଦୋକାନ ଜଳି ଯାଇଛିାସେପଟେ କ୍ଷତି ପୁରଣ ଦାବିରେ ବ୍ୟବସାୟୀ ମାନେ ଭବାନୀପାଟଣା ଜୟପୁର ଜାତୀୟ ରାଜପଥ ୨୬କୁ ଅବରୋଧ କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପ୍ରଶାସନ ପହଁଞ୍ଚି ବ୍ୟବସାୟୀ ମାନଙ୍କ ସହ ଆଲୋଚନା କରି ବୁଝାସୁଝା କରିଛି ।
BREAKING NEWS
- Weather Update: ଖସିବ ପାରଦ, ଫେରିବ ଶୀତ
- ପାକିସ୍ତାନର ଖାଇବର ପଖତୁନଖ୍ୱାରେ ବଡ଼ ଆକ୍ରମଣ, ଫାଟିଲା ଗ୍ୟାସ ପାଇପ ଲାଇନ
- National Winter Games: ଔଲିରେ ଏହି ଦିନଠୁ ଆରମ୍ଭ ହେବ ଜାତୀୟ ଶୀତକାଳୀନ କ୍ରୀଡ଼ା ; ଓଡିଶା ସମେତ ୧୭ ଦଳ…
- ଟ୍ରକ୍ ଧକ୍କାରେ କଂଗ୍ରେସ ନେତାଙ୍କ ଚାଲିଗଲା ଜୀବନ
- SAFF Under-19 Women’s Championship: ଭାରତୀୟ ଦଳ ଭୁଟାନକୁ ୮ଗୋଲରେ ପରାସ୍ତ କରି ଫାଇନାଲରେ ମାରିଲା ଏଣ୍ଟ୍ରି
- ସ୍ୱାସ୍ଥ୍ୟବସ୍ଥା ଠିକ୍ ନାହିଁ; ସୋନମ ୱାଙ୍ଗଚୁକଙ୍କ ଅଟକ ଉପରେ ପୁନଃ ବିଚାର ପାଇଁ ସୁପ୍ରିମକୋର୍ଟ…
- ଦୃଶ୍ୟମ ୩ ପରେ ଆଉ କାହାଣୀ ଆଗକୁ ବଢ଼ିବନି
- Terrorist killed in encounter: ଉଧମପୁର ପରେ କିସ୍ତୱାରରେ ଟଳିଲା ଜୈସ ଆତଙ୍କୀ; ଏନକାଉଣ୍ଟର ଜାରି
- ୧୯ ବର୍ଷରୁ କମ ବିଶ୍ୱକପ: ରେକର୍ଡ ୧୦ମ ଥର ପାଇଁ ଫାଇନାଲରେ ଟିମ ଇଣ୍ଡିଆ, ଜର୍ଜଙ୍କ ଶତକ
- Forest Fire Control: ବନାଗ୍ନି ନିୟନ୍ତ୍ରଣ ପାଇଁ ବ୍ୟବହାର କରାଯିବ କ୍ୟାମେରା ଓ ଡ୍ରୋନ;ନିଆଁ ଲାଗିଲେ ଏହି ନଂରେ କଲ୍…
Comments are closed.