ଭୋପାଲ: ପୁଣି ଥରେ ମଧ୍ୟପ୍ରଦେଶର ମଙ୍ଗ ଧରିପାରନ୍ତି ଶିବରାଜ ସିଂହ ଚୌହାନ । ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ବିଜେପିର ବିଧାୟକ ଦଳ ବୈଠକରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶିବରାଜ ସିଂହ ଚୌହାନ ଶପଥ ନେଇପାରନ୍ତି ।
ଏଥିପାଇଁ ରାଜଭବନ ଭିତରେ ପ୍ରସ୍ତୁତି ଜୋର୍ସୋର୍ରେ ଆରମ୍ଭ ହୋଇଛି । ଶିବରାଜଙ୍କ ସହ ତାଙ୍କ ମନ୍ତ୍ରୀ ମଣ୍ଡଳ ମଧ୍ୟ ଶପଥ ନେବେ ବୋଲି କୁହାଯାଉଛି । ବିଜେପିର ପୂର୍ବ ସରକାରରେ ମଧ୍ୟ ମୁଖ୍ୟମନ୍ତ୍ରୀ ଥିବା ଶିବରାଜ ଚତୁର୍ଥ ଥର ପାଇଁ ଏହି ପଦରେ ଶପଥ ନେବେ। ଏହା ପୂର୍ବରୁ ମଧ୍ୟପ୍ରଦେଶ ବିଧାନସଭାରେ ଆସ୍ଥା ଭୋଟ୍ ହେବାର ଥିଲା। କିନ୍ତୁ ଠିକ୍ ଏହା ପୂର୍ବରୁ ହିଁ କମଲ ନାଥ ଇସ୍ତଫା ଦେଇ ଦେଇଛନ୍ତି।
ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ସଂଖ୍ୟା ଗରିଷ୍ଠତା ହରାଇବା ପରେ ଏଭଳି ସ୍ଥିତି ଉପୁଜିଛି । ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡିବା ପରେ ତାଙ୍କ ସମର୍ଥକ ୨୨ କଂଗ୍ରେସ ବିଧାୟକ ମଧ୍ୟ ଦଳ ଛାଡି ଦେଇଥିଲେ । ଏହାପରେ କମଲନାଥଙ୍କ ସରକାର ଭାଙ୍ଗି ଯାଇଥିଲା ।
BREAKING NEWS
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
Comments are closed.