ମୁମ୍ବାଇ: ଦେଶରେ କାୟା ମେଲାଇଛି କରୋନା । ଏଥିଲାଗି କଲେଜଠାରୁ ଆରମ୍ଭ କରି ସିନେମା ହଲ୍ ସବୁ କିଛି ବନ୍ଦ ରହିଛି । ତେବେ ଅନ୍ଲକ୍-୧ ଏବଂ ଅନ୍ଲକ୍-୨ରେ କିଛିଟା କୋହଳ ହୋଇଛି । ଫଳରେ ବନ୍ଦ ପଡିଥିବା ଫିଲ୍ମର ସୁଟିଂ ପୁଣି ଆରମ୍ଭ ହୋଇଛି । ବଲିଉଡର ଖିଲାଡି କୁମାର ଅକ୍ଷୟ କୁମାରଙ୍କ ଅପ୍କମିଂ ଫିଲ୍ମ ‘ବେଲ ବଟମ୍’ର ସୁଟିଂ ଆସନ୍ତା ଅଗଷ୍ଟ ମାସରେ ପୁଣି ଆରମ୍ଭ ହେବାକୁ ଯାଉଛି । ଏନେଇ ଅକ୍ଷୟ ନିଜ ଇନଷ୍ଟାଗ୍ରାମରେ ଏହି ଫିଲ୍ମର ଏକ ପୋଷ୍ଟର ସେୟାର କରିଛନ୍ତି।
ଏହା ସହ ଲେଖିଛନ୍ତି, କାମକୁ ଫେରିବାର ସମୟ ଆସିଯାଇଛି। ‘ବେଲ୍ ବଟମ୍’ର ସୁଟିଂ ଆସନ୍ତା ମାସ ଆରମ୍ଭ ହେବାକୁ ଯାଉଛି।” ଏହି ଫିଲ୍ମରେ ଅକ୍ଷୟଙ୍କ ସହ ନଜର ଆସିବେ ବାଣୀ କପୁର, ହୁମା କୁରେସି, ଲାରା ଦତ୍ତା, ଜ୍ୟାକି ଭଗନାନୀ । ଏହାର ନିର୍ଦ୍ଦେଶନା ଦେବେ ରଞ୍ଜିତ ଏମ୍ ତିଓ୍ୱାରୀ। ଏହି ଫିଲ୍ମଟି ଆସନ୍ତା ବର୍ଷ ଏପ୍ରିଲ୍ ୨ ତାରିଖରେ ରିଲିଜ୍ ହୋଇପାରେ।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.