ଝାଡଖଣ୍ଡ: ଝାଡଖଣ୍ଡର ପାଲାମୁ ଉଦୟପୁରରେ ଏକ ଅଭାବନୀୟ ଘଟଣା । କରୋନା ଡରରେ ସାମାଜିକ ଦୂରତ୍ୱ ରଖିବା ନେଇ ଗାଁ ଲୋକଙ୍କୁ ବୁଝାଇବାରୁ ଜଣେ ଦୋକାନୀକୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।
ହତ୍ୟାର ଶିକାର ହୋଇଥିବା କାଶୀ ନାମକ ଏହି ବ୍ୟକ୍ତି ଗାଁରେ ଏକ ଗ୍ରୋସରୀ ଦୋକାନ କରିଥିଲେ । ତେବେ ଗାଁର କିଛି ବ୍ୟକ୍ତି ଏକାଠି ହୋଇ ଗପସପ କରୁଥିବା ବେଳେ କାଶୀ ସେମାନଙ୍କୁ ବାରଣ କରିଥିଲେ । କିନ୍ତୁ ଲୋକେ ଏସବୁକୁ ନ ବୁଝି ନ ପାରି ତାଙ୍କୁ ନିସ୍ତୁକ ମାଡ ମାରିଥିଲେ । ଏପରିକି ତାଙ୍କ ଦୋକାନର ଜିନିଷପତ୍ର ମଧ୍ୟ ନଷ୍ଟ କରି ଦେଇଥିଲେ । ଗୁରୁତର ଅବସ୍ଥାରେ କାଶୀଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ପୋଲିସ ଏ ନେଇ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।
BREAKING NEWS
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା…ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ
- ପାକିସ୍ତାନରେ ଆତଙ୍କବାଦର ତାଣ୍ଡବ: ମାତ୍ର ୯ ମାସରେ ଟଳିଲେଣି ୧୦୦୦ରୁ ଅଧିକ ସୈନ୍ୟ
- ଦୁଇ ଝାରଖଣ୍ଡ ଡକାୟତଙ୍କୁ ଧରିଲା ଓଡ଼ିଶା ପୋଲିସ; ଗୁଳି ଓ ମାରଣାସ୍ତ୍ର ଜବତ
- ଧନୀ ହେଉଛନ୍ତି ଆହୁରି ଧନୀ: ଆମେରିକା ଓ ଋଷିଆ ସମେତ ଭାରତର ସମ୍ପତ୍ତିକୁ ନେଇ ବଡ଼ ଖୁଲାସା
- ବିଶ୍ୱ କ୍ରିକେଟରେ ଗିଲ୍ଙ୍କ ନୂଆ କୀର୍ତ୍ତିମାନ: ଦିନିକିଆ ଇତିହାସରେ ସବୁଠୁ କମ୍ ଇନିଂସରେ ୩୫୦୦ ରନ୍ ପୂରଣ କଲେ ‘ପ୍ରିନ୍ସ’

Comments are closed.