ମୁମ୍ବାଇ: ୧୯୮୯ରେ ରିଲିଜ ହୋଇଥିବା ସୁପରହିଟ ଫିଲ୍ମ ଚାଲବାଜର ସିକ୍ୱେଲ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି । ଶ୍ରୀଦେବୀ ଏହି ଫିଲ୍ମରେ ଡବଲ ରୋଲ କରିଥିବା ବେଳେ ସନି ଦେଓଲ ଓ ରଜନୀକାନ୍ତ ତାଙ୍କ ସହ ଅଭିନୟ କରିଥିଲେ । ଚାଲବାଜ ଇନ ଲଣ୍ଡନରେ ଶ୍ରୀଦେବୀଙ୍କ ଭୂମିକା ଶ୍ରଦ୍ଧା କାପୁର କରିବେ ।
ପଙ୍କଜ ପରାଶର ପୂର୍ବ ଭଳି ଏହି ଫିଲ୍ମର ନିର୍ଦ୍ଦେଶନା ଦେବେ । ଏହା ପୂର୍ବ ଫିଲ୍ମ ତୁଳନାରେ ସମ୍ପୂର୍ଣ୍ଣ ଭାବେ ଭିନ୍ନ ହେବ । ଏବେକାର ଦର୍ଶକଙ୍କୁ ଆଖି ଆଗରେ ରଖି ଏହାକୁ ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି । ୩୦ ବର୍ଷ ତଳର କାହାଣୀ ଏବଂ ଏବେକାର ପରସ୍ଥିତି ସମ୍ପୂର୍ଣ୍ଣ ଭିନ୍ନ ହୋଇଥିବାରୁ ଶ୍ରୀଦେବୀ ଏବଂ ଶ୍ରଦ୍ଧାଙ୍କୁ ତୁଳନା କରିବା ଅନୁଚିତ ବୋଲି ସେ କହିଛନ୍ତି ।
BREAKING NEWS
- Triple Murder Accused Arrested: ଦେବଗଡ଼ ବହୁଚର୍ଚ୍ଚିତ ଟ୍ରିପଲ୍ ମର୍ଡର ଘଟଣା; ଅଭିଯୁକ୍ତ ଗିରଫ
- Chapter on India Women Cricketer: ପାଠ ବହିରେ ଛାତ୍ରଛାତ୍ରୀମାନେ ପଢ଼ିବେ ଏହି ଭାରତୀୟ ମହିଳା କ୍ରିକେଟରଙ୍କ କାହାଣୀ…ପଞ୍ଚମ ଶ୍ରେଣୀ ବହିରେ ଯୋଡି ହେଲା ଅଧ୍ୟାୟ
- ଶୁଭଶ୍ରୀ ମହାରଣାଙ୍କୁ ମିଳିଲା ଅନସୂୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର
- Odisha Assembly Adjourned on March 16: ଆସନ୍ତା ୧୬ରେ ଚାଲିବନି ବିଧାନସଭା, ରାଜ୍ୟସଭା ପାଇଁ ପଡ଼ିବ ଭୋଟ
- Iran Allows Indian Tanker Pass Hormuz: ବନ୍ଧୁତ୍ୱ ନିଭେଇଛି ଇରାନ, ଭାରତ ଉପରୁ ଟଳିବ ସଂକଟ
- US Places 10 Million Dollar Bounty on Iran Leaders: ଇରାନୀ ନେତାଙ୍କ ଉପରେ ୧୦ ନିୟୁତ ଡଲାର ପୁରସ୍କାର ରଖିଲା ଆମେରିକା, ଅଛି ମୋଜତାବା ଖାମେନେଇଙ୍କ ନାଁ
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
Comments are closed.