ମୁମ୍ବାଇ: ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବଂ ଯୁବ ବ୍ୟାଟ୍ସମ୍ୟାନ ଶୁଭମନ ଗିଲଙ୍କ ସମ୍ପର୍କ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚା ସାଁଉଟିଥିଲା । ଏପରିକି ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିବା ନେଇ ଆଲୋଚନା ଧରିଥିଲା । ଅବଶ୍ୟ ସାରା କିମ୍ବା ଶୁଭମନଙ୍କ ପକ୍ଷରୁ ଏ ନେଇ କୌଣସି ବୟାନ କେବେ ଆସି ନାହିଁ । ଶୁଭମନ ଓ ସାରା ପରସ୍ପରକୁ ହଠାତ ଇନଷ୍ଟାଗ୍ରାମରେ ଅନଫଲୋ କରିବା ପରେ ଉଭୟଙ୍କ ମଧ୍ୟରେ ବ୍ରେକଅପ ହୋଇଥିବା ନେଇ ଖବର ପ୍ରକାଶ ପାଇଛି । ତେବେ ଶୁଭମନ ଭଉଣୀଙ୍କୁ ସାରା ଫଲୋ କରୁଛନ୍ତି । ୨୦୧୯ ଆଇପିଏଲରେ ଉଭୟଙ୍କୁ ପ୍ରଥମେ ଏକତ୍ର ଦେଖିବାକୁ ମିଳିଥିଲା । ଶୁଭମନ ଯେତେବେଳେ ରେଂଜ ରୋଭର୍ସ କାର କିଣିଥିଲେ ସାରା ହାର୍ଟ ଇମୋଜୀ ଶେୟାର କରିଥିଲେ । ଜିମ୍ବାୱେ ଗସ୍ତରେ ଶୁଭମନ କ୍ୟାରିୟରର ପ୍ରଥମ ଶତକ ହାସଲ କରିଥିଲେ । ଏହା ପରେ ଉଭୟଙ୍କ ଆଫେୟର ଖବର ପୁନର୍ବାର ଟ୍ରେଣ୍ଡ କରିଥିଲା । ତେବେ ଅନଫଲୋ କରିବାର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନାହିଁ ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
- ଭୁବନେଶ୍ୱରରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ଉ: କାର୍ରୁ ୫୨୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

Comments are closed.