ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ସେଣ୍ଟ୍ରାଲ ବ୍ୟାଙ୍କର କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ସ୍ଥାନୀୟ ବଜାରରେ ୩୬ ଘଣ୍ଟିଆ ସଟ୍ ଡାଉନ ଘୋଷଣା ହୋଇଛି । ବ୍ୟାଙ୍କ ଓ ଏହାର ଆଖପାଖ ଅଂଚଳ ଆଜି ସକାଳ ଠାରୁ ମଙ୍ଗଳବାର ରାତି ୯ଟା ଯାଏଁ ସଟ୍ ଡାଉନ ରହିବ । ଗତ ୮ରୁ ୧୦ ତାରିଖ ଭିତରେ ବ୍ୟଙ୍କକୁ ଯାଇଥିବା ସମସ୍ତ ବ୍ୟକ୍ତି ଓ ଅନ୍ୟ ବ୍ୟାଙ୍କ କର୍ମଚାରୀଙ୍କୁ ଗୃହ ସଙ୍ଗରୋଧରେ ରହିବା ପାଇଁ କୁହାଯାଇଛି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.