ଭୁବନେଶ୍ୱର: ପ୍ରସ୍ତାବ ଉପରେ ଲାଗିଛି ମୋହର । ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରରେ ହେବ ରୁପା ଛାଉଣୀ । ଶ୍ରୀମନ୍ଦିର ଢାଞ୍ଚାରେ ତିଆରି ହେବ ଲିଙ୍ଗରାଜ ମନ୍ଦିରର ଦ୍ୱାର । ବିଏମ୍ସି କମିଶନରଙ୍କ ଅଧ୍ୟକ୍ଷତାରେ ଏଏସଆଇ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ବୈଠକରେ ଏଏସ୍ଆଇ ଭୁବନେଶ୍ୱର ଏଡିଏମ, ଏଏସଆଇଇ ସୁପରିଟେଣ୍ଡେଣ୍ଟ ଓ ୪ ନିଯୋଗର କର୍ମକର୍ତ୍ତା ଉପସ୍ଥିତ ଥିଲେ । ଏଥିରେ ପ୍ରଭୁଙ୍କ ସିଂହଦ୍ୱାର ପାଇଁ ରୂପା କବାଟ ଲାଗିବା ନେଇ ପ୍ରସ୍ତାବ ଦିଆଯାଇଥିଲା । ମନ୍ଦିରର ସିଂହଦ୍ୱାର ରୁପା କବାଟ ନିର୍ମାଣ ସହିତ ମନ୍ଦିର ପରିସରର ମରାମତି ଓ ଗର୍ଭଗୃହର ପୁନରୁଦ୍ଧାର ନେଇ ଆଲୋଚନା ହୋଇଛି ।
BREAKING NEWS
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
Comments are closed.