ଭୁବନେଶ୍ୱର: ଓଡିଶାର ସୁନାମଧନ୍ୟ ଗାୟିକା ତପୁ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କୁ ଆଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ରଖାଯାଇଥିବା ଜଣାପଡିଛି ।
ଗତ କିଛି ଦିନ ତଳେ ତପୁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଘରେ ରହି ଚିକିତ୍ସିତ ହେଉଥିଲେ । କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Comments are closed.