Latest Odisha News

BREAKING NEWS

ଆଇସିୟୁରେ ଭର୍ତ୍ତି ହେଲେ ଗାୟିକା ତପୁ ମିଶ୍ର

ଭୁବନେଶ୍ୱର: ଓଡିଶାର ସୁନାମଧନ୍ୟ ଗାୟିକା ତପୁ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କୁ ଆଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ରଖାଯାଇଥିବା ଜଣାପଡିଛି ।

ଗତ କିଛି ଦିନ ତଳେ ତପୁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଘରେ ରହି ଚିକିତ୍ସିତ ହେଉଥିଲେ । କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.