Latest Odisha News

BREAKING NEWS

ଦେଶରେ ସାଢେ ୨୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି କେତେ ସଂକ୍ରମିତ ଚିହ୍ନଟ ଜାଣନ୍ତୁ

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୫୩,୬୦୧ ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୧ ଜଣଙ୍କର ଜୀବନ ଯାଇଛି ।

ହୁ ହୁ ହୋଇ ବଢି ଚଳିଛି ସଂକ୍ରମିତଙ୍କ ଗ୍ରାଫ । ଦେଖୁ ଦେଖୁ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨୨,୬୮,୬୭୬ ଲକ୍ଷ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୬,୩୯,୯୨୯ ଟି ସକ୍ରିୟ ମାମଲା ରହିଥିବା ବେଳେ ୧୫,୮୩,୪୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ଏହାସହ ମୋଟ ୪୫,୨୫୭ ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.