Latest Odisha News

BREAKING NEWS

ପରୀ ହତ୍ୟା ମାମଲାରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସଆଇଟି

କଟକ: ନୟାଗଡ ଯଦୁପୁର ପରୀ ହତ୍ୟା ମାମଲାରେ ଆଜି ଏସଆଇଟି ପକ୍ଷରୁ  ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଛି । ଏହି ମାମଲାରେ ତଦନ୍ତ କେତେ ଦୂର ଆଗେଇଛି ସେ ନେଇ ରିପୋର୍ଟରେ ଦର୍ଶାଯାଇଛି । ଏକ ବନ୍ଦ ଲଫଫାରେ ସତ୍ୟପାଠ ଦାଖଲ କରିଛି ଏସଆଇଟି  ।

ଆସନ୍ତା ୨୪ରେ ମାମଲାର ପରବର୍ତ୍ତୀ  ଶୁଣାଣି ହେବ ।

ଅନ୍ୟ ପକ୍ଷରେ ଏସପି ମଧ୍ୟ ଏକ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବେ ବୋଲି ନିର୍ଦ୍ଦେଶ ଦିଆଇଥିଲା । କିନ୍ତୁ ଏହି ରିପୋର୍ଟ ଦାଖଲ ହୋଇଛି କି ନାହିଁ ତାହା ଜଣାପଡିପାରିନାହିଁ ।

Leave A Reply

Your email address will not be published.