ନୂଆଦିଲ୍ଲୀ: କରୋନା ପାଇଁ କେନ୍ଦ୍ର ସରକାର ଘୋଷଣା ହେଲା ଆର୍ଥିକ ପ୍ୟାକେଜ । କରୋନା ପ୍ରଭାବିତ ହୋଇଥିବା ଦେଶର ଆର୍ଥିକ ଅବସ୍ଥା ସୁଧାରିବା ପାଇଁ କେନ୍ଦ୍ର ସରକାର ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି ।
ଗରିବ ପରିବାର ଯେପରି ଭୋକ ଉପବାସରେ ନରୁହେ, ସେଥିପ୍ରତି କେନ୍ଦ୍ର ସରକାର ଅଧିକ ସଚେତନ ହୋଇଛନ୍ତି । ଗରିବ କଲ୍ୟାଣ ଯୋଜନାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ପ୍ୟାକେଜ୍ ଘୋଷଣା କରିଥିବା ବେଳେ ଲକ୍ ଡାଉନ୍ ଦ୍ୱାରା ପ୍ରଭାବିତ ୮୦ କୋଟି ଲୋକଙ୍କୁ ଖାଦ୍ୟ ସହାୟତା ଯୋଗାଇଦିଆଯିବ ବୋଲି କହିଛନ୍ତି। ଲକଡାଉନରେ ଗିରବ ଓ ଦିନ ମଜୁରିଆ ସବୁଠାରୁ ଅଧିକ ପ୍ରଭାବିତ ହେଉଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅଧିନରେ ଏହି ଆର୍ଥିକ ପ୍ୟାକେଜ ଘୋଷଣା କରାଯାଇଛି।
BREAKING NEWS
- Middle East Crisis: ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ; ଯୋଗାଯୋଗ ପାଇଁ ନମ୍ୱର ଜାରି…
- LPG cylinders: “ଭୟ କରିବାର ଆବଶ୍ୟକତା ନାହିଁ,” LPG ଉପରେ ସରକାରଙ୍କ ବଡ଼ ସୂଚନା; ଜନସାଧାରଣଙ୍କୁ ଅପିଲ୍…
- Lok Adalat: ମାର୍ଚ୍ଚ ୧୪ରେ ଟିପିଏସ୍ଓଡିଏଲ୍ ଉପଭୋକ୍ତାଙ୍କ ନିମନ୍ତେ ଲୋକ ଅଦାଲତ
- ଅଲଗା ହେଲେ ଅଭିନେତ୍ରୀ ହଂସିକା ମୋଟୱାନୀ-ସୋହେଲ
- Naxal Free India:ଅସ୍ତ୍ରଶସ୍ତ୍ର ସହ ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ…ଏପଟେ ମାଓ ଡମ୍ପରୁ ୩କୋଟି ଟଙ୍କା ଓ ସୁନା ଉଦ୍ଧାର
- ଦିନିକିଆ କ୍ରିକେଟ: ୯୧ ବଲରେ ପାକିସ୍ତାନକୁ ହରାଇଲା ବାଂଲାଦେଶ
- Iranian Drones Hit Near Dubai Airport: ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଡ୍ରୋନ୍ ଆକ୍ରମଣ;ଜଣେ ଭାରତୀୟଙ୍କ ସମେତ ୪ ଆହତ
- ଆଇପିଏଲ ୨୦୨୬: ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ଘୋଷଣା କଲା ବିିସିସିଆଇ
- Trump thanks India: ଆମେରିକାରେ ରିଲାଏନ୍ସର ‘ମାଷ୍ଟରଷ୍ଟ୍ରୋକ୍’
- Jasprit Bumrah: ମିଶନ ୨୦୨୭ – ବୁମରାଙ୍କ ବଡ଼ ନିଷ୍ପତ୍ତି !
Comments are closed.