Latest Odisha News

BREAKING NEWS

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ , ୬ ମୃତ

ନୂଆପଡା : ଜାଗରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅକାଳରେ ଚାଲିଗଲା ୬ ଜଣଙ୍କ ଜୀବନ । ନୂଆପଡାରେ ଏପରି ଅଭାବନୀୟ ଘଟଣା ଘଟିଛି ।ରାସ୍ତା କଡରେ ଥିବା ଗଛକୁ ଦ୍ରୁତଗାମୀ କାର ଧକ୍କା ଦେବାରୁ ଜଣେ ମହିଳା ଓ ଶିଶୁ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତି କରାଯାଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ, ସେମାନେ ଛତିଶଗଡର ହୋଇଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି ।ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ତଦନ୍ତ ଜାରି ରଖିଛି ।

Comments are closed, but trackbacks and pingbacks are open.