ପୁରୀ: ବଡ଼ ଧରଣର ଡକାୟତି ଯୋଜନାକୁ ପଣ୍ଡ କରିଛି ପୁରୀ କୁମ୍ଭାରପଡ଼ା ଥାନା ପୋଲିସ । ପୋଲିସ ଉଫରେ ମୋବା ଫିଙ୍ଗି ଖସି ଯିବାକୁ ଉଦ୍ୟମ କରିବା ବେଳେ ୬ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କଠାରୁ ଜବତ ହୋଇଛି ଖଣ୍ଡା, ଅଫୁଟା ବୋମା, ଲୁହାରଡ଼ ଓ ଟର୍ଚ୍ଚ ଲାଇଟ । ଗିରଫ ପରେ ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।

ଗିରଫ ଅଭିଯୁକ୍ତମାନେ ହେଲେ ତଳମାଳି ସାହିର ରଖହରି ସ୍ୱାଇଁ, ରାମଚଣ୍ଡୀ ସାହି ବାଲିଉପର ବସ୍ତିର କାବୁ ପ୍ରଧାନ ଓ ବାବୁ ପ୍ରଧାନ, ଲୋକନାଥ ରୋଡର ଭାଗିରଥି ମାନସିଂ, ବଳିଆପଣ୍ଡା ଥାନା ଝୁମ୍ପୁଡି ବସ୍ତିର କିଷନ ସାହା ଓ ସଦର ଥାନା ଅନ୍ତର୍ଗତ ନୀଳଚକ୍ର ନଗରର ସୟାମତ ଖାନ । ସେମାନଙ୍କ ବିରୋଧରେ ଆଇପିସିର ଧାରା ୩୯୯, ୪୦୨, ୩୫୩, ୩୦୭ ଓ ଆର୍ମସ ଆକ୍ଟରେ ମାମଲା ରୁଜୁ କରିଛି ପୋଲିସ ।
BREAKING NEWS
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
Comments are closed.