କାମାକ୍ଷାନଗର : ବ୍ୟବସାୟୀଙ୍କ ଘରୁ ନଗଦ ୭ ଲକ୍ଷ ଟଙ୍କା ସହ ୧୫ ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗରେ ଥିବା ବ୍ୟବସାୟୀ ବିନୟ କୁମାର ସାହୁଙ୍କ ଘରୁ ହୋଇଛି ଲୁଟ । ଦୁର୍ବୁତ୍ତ ମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଗୋଟିଏ ଘର ଭିତରେ ପରିବାର ଲୋକଙ୍କୁ ବନ୍ଦୀ କରିଥିଲେ । ବ୍ୟବସାୟୀ ବିନୟ ସାହୁଙ୍କ ଅନୁପସ୍ଥିତିରେ ଲୁଟି ନେଇଥିଲେ ଟଙ୍କା ଓ ସୁନା, ରୂପା ଗହଣା । ଏନେଇ ପରଜଙ୍ଗ ଥାନାରେ ଅଭିଯୋଗ ପରେ ଜିଲ୍ଲା ସାଇଣ୍ଟିଫିକ ଟିମ ଓ ଡଗ୍ ସ୍କ୍ୱାର୍ଡର ତଦନ୍ତ ଜାରି ରହିଛି । ଏହି ଲୁଟ୍ ଘଟଣାରେ ବଡ଼ ଚୋର ଗ୍ୟାଙ୍ଗ ସାମିଲ ଥିବା ସୂଚନା ମିଳିଛି ।
BREAKING NEWS
- ‘ଭିବି ଜି ରାମ ଜି’ ବିଲ୍ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ
- ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍ମା ଲାଗୁ କଲେ
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
Comments are closed.