କାମାକ୍ଷାନଗର : ବ୍ୟବସାୟୀଙ୍କ ଘରୁ ନଗଦ ୭ ଲକ୍ଷ ଟଙ୍କା ସହ ୧୫ ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗରେ ଥିବା ବ୍ୟବସାୟୀ ବିନୟ କୁମାର ସାହୁଙ୍କ ଘରୁ ହୋଇଛି ଲୁଟ । ଦୁର୍ବୁତ୍ତ ମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଗୋଟିଏ ଘର ଭିତରେ ପରିବାର ଲୋକଙ୍କୁ ବନ୍ଦୀ କରିଥିଲେ । ବ୍ୟବସାୟୀ ବିନୟ ସାହୁଙ୍କ ଅନୁପସ୍ଥିତିରେ ଲୁଟି ନେଇଥିଲେ ଟଙ୍କା ଓ ସୁନା, ରୂପା ଗହଣା । ଏନେଇ ପରଜଙ୍ଗ ଥାନାରେ ଅଭିଯୋଗ ପରେ ଜିଲ୍ଲା ସାଇଣ୍ଟିଫିକ ଟିମ ଓ ଡଗ୍ ସ୍କ୍ୱାର୍ଡର ତଦନ୍ତ ଜାରି ରହିଛି । ଏହି ଲୁଟ୍ ଘଟଣାରେ ବଡ଼ ଚୋର ଗ୍ୟାଙ୍ଗ ସାମିଲ ଥିବା ସୂଚନା ମିଳିଛି ।
BREAKING NEWS
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

Comments are closed.