Latest Odisha News

BREAKING NEWS

ରାଜ୍ୟରେ ଆଉ ୬ ଟି ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୪୮ କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ପ୍ରକୋପ ଦ୍ରୁତ ଗତିରେ ବଢିବାରର ଲାଗିଛି । କରୋନା ସଂକ୍ରମଣରେ ବୁଧବାର ଦିନ ଆଉ ୬ ଟି ପ୍ରାଣ ଯାଇଛି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୪୮ ରେ ପହଞ୍ଚିଛି । କରୋନା ଡେଥ ଲିଷ୍ଟରେ ଯୋଡି ହେଲା ଆଉ ୨ ଜିଲ୍ଲା ରାୟଗଡା ଓ କେନ୍ଦ୍ରାପଡା। ଏମାନଙ୍କ ମଧ୍ୟରେ ଆଜି ଗଞ୍ଜାମରୁ ସର୍ବାଧିକ ତିନି ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି କେନ୍ଦ୍ରାପଡା, ଖୋର୍ଦ୍ଧା ଏବଂ ରାୟଗଡାରୁ ଜଣେ ଲେଖାଏଁ କରୋନାରେ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ।

ଏହି ୩ ମୃତ୍ୟୁ ସହିତ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭ କୁ ବୃଦ୍ଧି ପାଇଛି ଏବଂ ଖୋର୍ଦ୍ଧା ଜିଲ୍ଲାରେ ଏଯାଏଁ ୮ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.