ଭୁବନେଶ୍ୱର: ଦୀର୍ଘ ଦିନ ପରେ ପୁଣି ଆଜିଠାରୁ ଆରମ୍ଭ ହୋଇଛି ସ୍ଲଟ୍ ବୁକିଂ । ଆଜି ସକାଳ ୭ଟାରୁ ସ୍ଲଟ୍ ବୁକିଂ ଆରମ୍ଭ ହୋଇଛି। ଅନ୍ୟପଟେ ଆସନ୍ତା ୨୨ ତାରିଖ ଠାରୁ ଲର୍ଣ୍ଣିଂ ଲାଇସେନ୍ସ ପାଇଁ ସ୍ଲଟ୍ ବୁକିଂ ଆରମ୍ଭ ହେବା ନେଇ ସୂଚନା ମିଳିଛି।
ଯେଉଁମାନେ ଡିଏଲ୍ ପାଇଁ ସ୍ଲଟ୍ ବୁକିଂ କରିବେ, ସେମାନଙ୍କ ଟେଷ୍ଟ ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହେବ ବୋଲି ଜଣାପଡିଛି। ତେବେ ଲର୍ଣ୍ଣିଂ ଲାଇସେନ୍ସ ପାଇଁ ସ୍ଲଟ୍ ବୁକିଂ କରିଥିବା ବ୍ୟକ୍ତିଙ୍କ ଚଳିତ ମାସ ୨୯ରୁ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟ କରାଯିବ। କରୋନା ଗାଇଡ଼ଲାଇନ ନିୟ ପାଳନ କରିବାକୁ ନେଇ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଗାଇଡ଼ଲାଇନ ଅନୁଯାଇ, କଣ୍ଟେନ୍ମେଣ୍ଟ୍ ଜୋନ୍ରୁ କେହି ଆବେଦନକାରୀ ଟେଷ୍ଟ୍ ପାଇଁ ଆସିଲେ ଏ ନେଇ ତୁରନ୍ତ ପୁଲିସ୍କୁ ଖବର ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସମସ୍ତ ଆବେଦନକାରୀ ଓ କର୍ମଚାରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ।
BREAKING NEWS
- ଜାତିସଂଘ ଉପରେ ବିଶ୍ୱାସ ଅଛି, ଟ୍ରମ୍ପଙ୍କ ଶାନ୍ତି ବୋର୍ଡ ଦରକାର ନାହିଁ: ସ୍ପେନ
- ରାଉରକେଲା ବିମାନ ଦୁର୍ଘଟଣା: ପାଇଲଟ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଲେ
- ସୁଯୋଗ ହାତଛଡା କରୁଛନ୍ତି ସଞ୍ଜୁ ସାମସନ
- ‘Border 2’ ରିଲିଜ ପରେ ମନକଥା କହିଲେ ଦିଲଜିତ୍…
- ଫିଟ ଅଛନ୍ତି ତ ବୁମରାହ, ଚିନ୍ତା ବଢ଼ାଇଲା
- Maoists Surrender: ୪୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୯ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
- ବିଜେଡି ଛାଡ଼ି ବିଜେପିରେ ମିଶିଲେ ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ କାଉନ୍ସିଲର
- ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି
- ଦୁନିଆରେ ମାନବ ସମାଜ ଠାରୁ ଅଧିକ ହେବ ରୋବୋଟ ସଂଖ୍ୟା..
- ବାଂଲାଦେଶ ବିପକ୍ଷରେ ଆଇସିସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ
Comments are closed.