ଭୁବନେଶ୍ୱର: ଦୀର୍ଘ ଦିନ ପରେ ପୁଣି ଆଜିଠାରୁ ଆରମ୍ଭ ହୋଇଛି ସ୍ଲଟ୍ ବୁକିଂ । ଆଜି ସକାଳ ୭ଟାରୁ ସ୍ଲଟ୍ ବୁକିଂ ଆରମ୍ଭ ହୋଇଛି। ଅନ୍ୟପଟେ ଆସନ୍ତା ୨୨ ତାରିଖ ଠାରୁ ଲର୍ଣ୍ଣିଂ ଲାଇସେନ୍ସ ପାଇଁ ସ୍ଲଟ୍ ବୁକିଂ ଆରମ୍ଭ ହେବା ନେଇ ସୂଚନା ମିଳିଛି।
ଯେଉଁମାନେ ଡିଏଲ୍ ପାଇଁ ସ୍ଲଟ୍ ବୁକିଂ କରିବେ, ସେମାନଙ୍କ ଟେଷ୍ଟ ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହେବ ବୋଲି ଜଣାପଡିଛି। ତେବେ ଲର୍ଣ୍ଣିଂ ଲାଇସେନ୍ସ ପାଇଁ ସ୍ଲଟ୍ ବୁକିଂ କରିଥିବା ବ୍ୟକ୍ତିଙ୍କ ଚଳିତ ମାସ ୨୯ରୁ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟ କରାଯିବ। କରୋନା ଗାଇଡ଼ଲାଇନ ନିୟ ପାଳନ କରିବାକୁ ନେଇ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଗାଇଡ଼ଲାଇନ ଅନୁଯାଇ, କଣ୍ଟେନ୍ମେଣ୍ଟ୍ ଜୋନ୍ରୁ କେହି ଆବେଦନକାରୀ ଟେଷ୍ଟ୍ ପାଇଁ ଆସିଲେ ଏ ନେଇ ତୁରନ୍ତ ପୁଲିସ୍କୁ ଖବର ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସମସ୍ତ ଆବେଦନକାରୀ ଓ କର୍ମଚାରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ।
BREAKING NEWS
- ଜେଲେନସ୍କିଙ୍କୁ ସମାଲୋଚନା କଲେ ଟ୍ରମ୍ପ: ନୂତନ ରାଷ୍ଟ୍ରପତି ଆସିବାର ସମୟ ଆସିଯାଇଛି
- ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ;ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ
- Attack on Airport:ସାଉଦି ଆରବ ଉପରେ ହୁତି ବିଦ୍ରୋହୀଙ୍କ ଆଉ ଏକ ଆକ୍ରମଣ;ବିମାନବନ୍ଦରକୁ କରାଗଲା ଟାର୍ଗେଟ
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ
- ଜେଏସ୍ଡବ୍ଲ୍ୟୁ ଷ୍ଟିଲର ଓଡ଼ିଶା ଖଣି ବିଭାଗ ପକ୍ଷରୁ ‘ମାନସିକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମ ଆୟୋଜିତ
- ସଚିନଙ୍କ ପୁଅଙ୍କ ସହ ଅନ୍ୟାୟ ! ୫୦ ୱିକେଟ୍ ନେବା ପରେ ମଧ୍ୟ ଅର୍ଜୁନଙ୍କୁ ଗୋଆ ଦଳରୁ କରାଗଲା ବାହାର
- ସାମୀଙ୍କ ବଡ଼ ବୟାନ: ଟିମ୍ ଇଣ୍ଡିଆରେ ଚୟନ ନହେବା ମୋ ପାଇଁ କୌଣସି କ୍ଷତି ନୁହେଁ
- ଅଭିଜିତ୍ ଦୀପକେଙ୍କ ଜେଜେ ମା’ଙ୍କ ଦେହାନ୍ତ, ଏଭଳି କହିଲା ଦିଲ୍ଲୀ ପୋଲିସ…
- CJP Delhi protest: କକ୍ରୋଚ ପ୍ରତିବାଦରେ ସାମିଲ ଓକିଲ ଅଟକ, CJI କହିଲେ…

Comments are closed.