ନୂଆଦିଲ୍ଲୀ:ଆଇସଲ୍ୟାଣ୍ଡ ବା ଛୋଠ ଛୋଟ ଦ୍ୱୀପକୁ ମଉଜ ମଜଲିସ କରିବା ପାଇଁ ସମସ୍ତେ ଯାଇଥାନ୍ତି । ତେବେ ଏପରି ଏକ ଆଇସଲ୍ୟାଣ୍ଡ ଅଛି ଯେଉଁଠି ମାଳ ମାଳ ସାପ ବିଚରଣ କରୁଥାନ୍ତି । ସେଠାକୁ ଥରେ ଯିଏ ଯାଏ ଫେରିକି ଆସିବା କଷ୍ଟକର ହୋଇଥାଏ । ଏହି ଆଇସଲ୍ୟାଣ୍ଡ ବ୍ରାଜିଲରେ ରହିଛି ଏବଂ ଏହାର ନାମ ସ୍ନେକ ଆଇସଲ୍ୟାଣ୍ଡ(ପୂର୍ବରୁ ଏହାର ନାମ ଥିଲା ଇଲ୍ଲାହ ଦା କ୍ୟୁଇମାଦା) । ଏଠାରେ ସବୁଠାରୁ ମାରାତ୍ମକ ବିଷଧର ସାପ ୱାଇପର ମଧ୍ୟ ରହିଥାଏ । ଯାହା କି ଆବଶ୍ୟକ ପଡିଲେ ଉଡି ମଧ୍ୟ ପାରିବ ।
ବ୍ରାଜିଲିଆନ୍ ନେଭି ଏହି ସ୍ଥାନକୁ ସାଧାରଣ ମଣିଷ ଯିବା ଉପରେ କଟକଣା ରଖିଛି । ୪୦୦୦ରୁ ଊର୍ଦ୍ଧ୍ୱ ପ୍ରଜାତିର ସାପ ଏଠାରେ ରହୁଛନ୍ତି । ସାପ ଉପରେ ବିଶେଷଜ୍ଞମାନେ ଗବେଷଣା ମଧ୍ୟ ଏଠାରେ କରୁଛନ୍ତି । ଏଥିପାଇଁ ସେମାନେ ସୁରକ୍ଷା ପୋଷାକ ପିନ୍ଧିଥାନ୍ତି । ଅବଶ୍ୟ ବେଶି ଭିତରକୁ ଯାଇ ନ ଥାନ୍ତି । କେତେକ ଦୁର୍ଲଭ ପ୍ରଜାତିର ସାପ ଏଠାରେ ଅଛନ୍ତି ଯାହାର ମୂଲ୍ୟ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ହେବ ।
BREAKING NEWS
- Hotter Months Ahead: ଆକାଶରୁ ହେବ ଅଗ୍ନି ବର୍ଷା! ଭାରତକୁ କଲବଲ କରିପାରେ ଗରମ ମାସ…WMO କରାଇଲା ସତର୍କ
- ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇ ୩ କର୍ମଚାରୀ ବହିଷ୍କୃତ
- ଗୁପ୍ତଚର ଅଭିଯୋଗରେ ଭାରତୀୟ ନୌସେନାର ଜଣେ ଯବାନ ଗିରଫ, ISIକୁ ଦେଉଥିଲା ସମ୍ବେଦନଶୀଳ ସୂଚନା
- ଜଗତସିଂହପୁର ଜିଲ୍ଲାର ୬୯ ମଣ୍ଡି ନୋଡାଲ ଅଫିସରଙ୍କ ଦରମା ବନ୍ଦ
- BrahMos Missile Deal: ଯୁଦ୍ଧ ଭିତରେ ଭାରତଠୁ କ୍ଷେପଣାସ୍ତ୍ର କିଣିବ ଏହି ମୁସଲିମ ଦେଶ…
- ଭିଜିଲାନ୍ସ ଜାଲରେ ଓଏଏସ ଅଧିକାରୀ, ବ୍ୟାଙ୍କରେ ୭ କୋଟିରୁ ଅଧିକ ଜମା
- ତେହେରାନ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ, ୧୦ ଇରାନୀ ଲ୍ୟାଣ୍ଡମାଇନ୍ ନଷ୍ଟ କଲା ଆମେରିକା
- Special flights to the Middle East: ଘରକୁ ଫେରିବେ ମଧ୍ୟପ୍ରାଚ୍ୟରେ ଫସି ରହିଥିବା ଭାରତୀୟ, ଆଜିଠୁ ପୁଣି ଆରମ୍ଭ ହେଲା ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋ ବିମାନ
- ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଇରାନ ସହିତ କଥା ହେଲେ ଜୟଶଙ୍କର
- US-Iran clash soars in Strait of Hormuz: ସମୁଦ୍ରରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ହର୍ମୁଜରେ ପ୍ରଣାଳୀରେ ମାଇନ୍ ବିଛାଉଛି ଇରାନ? କଡ଼ା ଚେତାବନୀ ଦେଲେ ଟ୍ରମ୍ପ
Comments are closed.