ଭୁବନେଶ୍ୱର: ଅମୃତଭଣ୍ଡା ଗଛରେ ଫଣା ଟେକିଛି ନାଗ ସାପ । ଗୋଡ଼େଇ ହୋଇ ଗଛରେ ରହିଥିଲା । ଏଦୃଶ୍ୟ ହେଉଛି ଭୁବନେଶ୍ୱର ଭୀମପୁର ଅଞ୍ଚଳ । ସକାଳୁ ସକାଳୁ ଅମୃତଭଣ୍ଡା ଗଛରେ ସାପ ଥିଲା ଲୋକ ଦେଖିଥିଲେ । ଫୁଲ ତୋଳିବାକୁ ଯାଇଥିବା ବେଳେ କିଛି ଲୋକ ଅମୃତଭଣ୍ଡା ଗଛରେ ସାପ ଚଢ଼ିଥିବା ଦେଖିଥିଲେ । ଏହି ଖବର ଜଣା ପଡିବା ପରେ ସାପ ଦେଖିବାକୁ ସେଠାରେ ଲୋକଙ୍କର ଭିଡ ଜମିଥିଲା ।
ଏନେଇ ସ୍ନେକ ହେଲ୍ପ ଲାଇନକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ । ଘଟଣାସ୍ଥଳରେ ସ୍ନେକ ହେଲ୍ପ ଲାଇନର ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ ପହଞ୍ଚିଥିଲେ । ସୁରକ୍ଷିତ ଭିବରେ ଅମୃତଭଣ୍ଡା ଗଛରୁ ଅଢେଇ ଫୁଟ ଲମ୍ବର ନାଗ ସାପକୁ ଉଦ୍ଧାର କରିଥିଲେ ।
BREAKING NEWS
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩

Comments are closed.